ଆସନ୍ତାକାଲି ଆକାଶ ମାର୍ଗରୁ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ‘ବୁଲବୁଲ୍’ରେ ପ୍ରଭାବିତ ଜିଲ୍ଲା ପରିଦର୍ଶନ କରିବେ । ସନ୍ଧ୍ୟାରେ ଲୋକସେବା ଭବନରେ କ୍ଷୟକ୍ଷତି ଓ ପୁନରୁଦ୍ଧାର ନେଇ କରିବେ ସମୀକ୍ଷା ।

')}

Leave a Reply