spot_img

Latest Posts

କଟକ : ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ବିଭୁପ୍ରସାଦ ରାଉତରାୟ। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ ଶପଥ ପାଠ କରାଇଲେ। ଗୃହ ସଚିବ ସଂଜୀବ ଚୋପ୍ରା ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ନିଯୁକ୍ତିପତ୍ର ପାଠ କଲା ପରେ ହେଲା ଶପଥପାଠ ।

')}

Latest Posts

Don't Miss