ଟିଭି ଅଭିନେତା ସମୀର ଶର୍ମାଙ୍କ ଆତ୍ମହତ୍ୟା । ମୁମ୍ବାଇ ମଲାଡସ୍ଥିତ ଘରେ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି । ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

Leave a Reply