spot_img

Latest Posts

ନବରଙ୍ଗପୁର: ଆଜି ନବରଙ୍ଗପୁର ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ । ଚକ, ଅଖ ସବୁ ବନ୍ଦ ରହିଛି । ଗୁମଣ୍ଡଳୀ ଗଣ ଦୁଷ୍କର୍ମ ଓ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ଧରିବାରେ ପୋଲିସର ନିଷ୍କ୍ରିୟତାକୁ ନେଇ ଜିଲ୍ଲା ବନ୍ଦ ଡାକରା ଦେଇଛି କଂଗ୍ରେସ।

Latest Posts

Don't Miss