spot_img

Latest Posts

ଭୁବନେଶ୍ୱର : ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ । ଆଜି ରାଜଭବନରେ କରିବେ ରାତ୍ରୀଯାପନ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ।

Latest Posts

Don't Miss