ଭୁବନେଶ୍ୱର : ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଓ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ଆରମ୍ଭ କରିଛି ‘ମଧୁ ଆପ୍’। ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ’କୁ ଲୋକସେବା ଭବନରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।