spot_img

Latest Posts

ଭୁବନେଶ୍ୱର: ୨ ଦିନିଆ ଗସ୍ତ ସାରି ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ବିମାନବନ୍ଦରରେ ବିଦାୟ ଦେଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Latest Posts

Don't Miss