ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ପାଇଁ ଭାରତୀୟ ଦଳ ଘୋଷଣା । ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା (ଉପ ଅଧିନାୟକ), ମୟଙ୍କ ଅଗ୍ରୱାଲ, କେଏଲ୍ ରାହୁଲ, ଶ୍ରେୟସ ଆୟର, ମନୀଷ ପାଣ୍ଡେ, ଋଷଭ ପନ୍ଥ(ୱିକେଟ କିପର), କେଦାର ଯାଦବ, ରବୀନ୍ଦ୍ର ଜାଡ଼େଜା, ୟୁଜଭେନ୍ଦ୍ର ଚହଲ, କୁଲଦୀପ ଯାଦବ, ଦୀପକ ଚହର, ମହମ୍ମଦ ଶାମି, ଶାର୍ଦ୍ଦୁଲ ଠାକୁର ।