ପିପିଲି: ସତ୍ୟବାଦୀ ବ୍ଲକ ନରେନ୍ଦ୍ରପୁର ପାଇକ ସାହିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଗଙ୍ଗାଧର ମହାପାତ୍ର, ଲକ୍ଷ୍ମୀଧର ମହାପାତ୍ର, ବିମ୍ବାଧର ମହାପାତ୍ରଙ୍କ ୪ ବଖରା ଘର । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ।

Leave a Reply