spot_img

Latest Posts

ମୟୂରଭଞ୍ଜ : ବାରିପଦା ସଦର ଥାନା ଜ୍ୟୋତିପୁର ଜଙ୍ଗଲ ରାସ୍ତାରେ ବିଳମ୍ବିତ ରାତିରେ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ । ଇଟାମୁଣ୍ଡିଆ ଗାଁର ଗୌତମ ମହାନ୍ତ ଓ ଅଜିତ ମହାନ୍ତ ହାତିକୋଟ ଗାଁକୁ ବିବାହ ଭୋଜିରେ ଯୋଗ ଦେବାକୁ ଯାଇଥିଲେ। ରାତି ୧୨ଟାରେ ଘରକୁ ଫେରୁଥିବା ବେଳେ, ଦୁର୍ଘଟଣା ଘଟିଥିଲା।

Latest Posts

Don't Miss