ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ପୁଣି ଆସିଲା ଭଲ ଖବର । ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ଗତ କିଛି ଦିନ ଧରି ଲଗାତାର ଭାବେ ପ୍ରତିଦିନ ୧୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ତେବେ ଆଜି ୧୧୨ ଜଣ ଆକ୍ରାନ୍ତ ସୁସ୍ଥ ହେବା ସହ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୭୧୬ରେ ପହଞ୍ଚି । … Continue reading ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ସୁସ୍ଥ