ଏକା ଥରକେ ୧୨୯ ପଜିଟିଭ୍‌ ଚିହ୍ନଟ..

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଆଉ ୧୨୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ । ତେବେ ସବୁଠାରୁ ବଡ଼ କଥା ହେଲା ୧୨୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ରହିଥିବା ବେଳେ ୧୦ ଜଣ ଲୋକାଲ ବୋଲି ଜଣାପଡ଼ିଛି । ଏବେ ସୁଦ୍ଧା ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଏହା ହେଉଛି ସବୁଠାରୁ ଅଧିକ । ଏହି ୧୨୯ ଜଣ ଆକ୍ରାନ୍ତଙ୍କୁ … Continue reading ଏକା ଥରକେ ୧୨୯ ପଜିଟିଭ୍‌ ଚିହ୍ନଟ..