୪୦ ଉପରେ ୧୪ ସହର, ଅନୁଗୁଳ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର: ରାଜ୍ୟରେ ଖରାର ପ୍ରକୋପ ଜାରି ରହିଛି । ଆଜି ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଅନୁଗୁଳରେ ସର୍ବାଧିକ ତାପମାତ୍ରା ୪୩.୭ ଡିଗ୍ରୀ ରହିଥିବା ବେଳେ ଟିଟିଲାଗଡ଼ରେ ୪୩, ବୌଦ୍ଧ ୪୨.୮, ସମ୍ବଲପୁର ୪୨.୬ ଡିଗ୍ରୀ ରହିଛି । ହୀରାକୁଦ, ବଲାଙ୍ଗିର ଓ ତାଳଚେରରେ ତାପମାତ୍ରା ୪୨.୫ ଡିଗ୍ରୀ ରେକର୍ଡ ହୋଇଛି । ଖରା ପାଇଁ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନାପୁର, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି … Continue reading ୪୦ ଉପରେ ୧୪ ସହର, ଅନୁଗୁଳ ସବୁଠୁ ଉତ୍ତପ୍ତ