ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨୨ଶହ ପାର
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ୍ ସଂକ୍ରମିତ ସଂଖ୍ୟା ୨୨ଶହ ୪୫କୁ ବୃଦ୍ଧି ପାଇଛି । ୧୮ ଜିଲ୍ଲାରୁ ୧୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୧୦ ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଓ ୩୧ ଜଣ ସ୍ଥାନୀୟ ଲୋକଙ୍କ ରିପୋର୍ଟ ପଜିଟିଭ ଆସିଛି । ଗଞ୍ଜାମରୁ ସର୍ବାଧିକ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ କାଲି ଏକାଥରକରେ ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ … Continue reading ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨୨ଶହ ପାର
Copy and paste this URL into your WordPress site to embed
Copy and paste this code into your site to embed