ରାଜ୍ୟରେ ୧୪୬ ନୂଆ ସଂକ୍ରମିତ ଚିହ୍ନଟ, କନ୍ଧମାଳରୁ ସର୍ବାଧିକ ୪୮ ପଜିଟିଭ୍

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୧୪୬ଟି ନୂତନ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ୧୨୮ଟି ମାମଲା କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮ଟି ସ୍ଥାନୀୟ ସଂକ୍ରମଣ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୦୫୫ରେ ପହଞ୍ଚିଛି । କନ୍ଧମାଳ ଜିଲ୍ଲାରୁ ସର୍ବାଧିକ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୭, ନୟାଗଡ଼ରୁ ୪, … Continue reading ରାଜ୍ୟରେ ୧୪୬ ନୂଆ ସଂକ୍ରମିତ ଚିହ୍ନଟ, କନ୍ଧମାଳରୁ ସର୍ବାଧିକ ୪୮ ପଜିଟିଭ୍