ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୫୪୭୦କୁ ଏବଂ ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କିଛିଦିନ ହେବ ରାଜ୍ୟରେ ଲାଗାତାର ଭାବେ ସାମ୍ନାକୁ ଆସୁଛି ଶତାଧିକ କରୋନା ମାମଲା । ଗତକାଲି ୧୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୬୭ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଥିସହ ରାଜ୍ୟରେ ସଂକ୍ରମିତ ସଂଖ୍ୟା ସାଢେ ୫ ହଜାର ପାଖରେ ପହଞ୍ଚିଛି । ତେବେ ଆଜି ୧୮ଟି ଜିଲ୍ଲାରୁ ୧୭୬ ସଂକ୍ରମିତ … Continue reading ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୫୪୭୦କୁ ଏବଂ ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି