ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି। କୋଭିଡ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟମାନଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ସହାୟତା କୋଭିଡ ଯୁଦ୍ଧରେ ନିୟୋଜିତ କର୍ମଚାରୀ ଓ ଜନପ୍ରତିନିଧିଙ୍କ (ସରପଞ୍ଚ ଓ ଅନ୍ୟ ପ୍ରତିନିଧି) ନିକଟତମ ଆତ୍ମୀୟମାନେ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସେହିପରି କୋଭିଡ-୧୯ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା ଅଙ୍ଗନବାଡି ଓ ଆଶାକର୍ମୀଙ୍କ ନିକଟତମ ଆତ୍ମୀୟମାନେ … Continue reading କୋଭିଡ୍ ମୁକାବିଲା : କୋଭିଡ୍ ଯୋଦ୍ଧାଙ୍କ ମୃତ୍ୟୁ ହେଲେ ଆତ୍ମୀୟଙ୍କୁ ମିଳିବ ୫୦ ଲକ୍ଷର ସହାୟତା ରାଶି, ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…
Copy and paste this URL into your WordPress site to embed
Copy and paste this code into your site to embed