ପୁରୀ ଗସ୍ତରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ୍

1 min read

ପୁରୀ: ପୁରୀ ଗସ୍ତରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ । ଆଜି ଶ୍ରୀମନ୍ଦିର ଗସ୍ତ କରି ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ପରେ ପରିକ୍ରମା ପ୍ରକଳ୍ପ ବୁଲି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ପାଖାପାଖି 40 ମିନିଟ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଭିତରେ ରହିଥିବା ବେଳେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ବେଢା ପରିକ୍ରମା କରି ଅନ୍ୟ ଠାକୁରଙ୍କୁ ଦର୍ଶନ କରିଥିଲେ ।