spot_img

Latest Posts

ବନ୍ଧୁକ ମୁନରେ ୧୧ ଲକ୍ଷ ଲୁଟ୍

ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ୧୧ ଲକ୍ଷରୁ ଅଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି   କୁଆଁରମୁଣ୍ଡା ବ୍ଲକର ୫ଟି ପଞ୍ଚାୟତରେ ଭତ୍ତା ଟଙ୍କା ବାଣ୍ଟିବା ପାଇଁ ରାଉରକେଲାରୁ କୁଆଁରମୁଣ୍ଡା ବୋଲେରୋରେ ଟଙ୍କା ନିଆଯାଉଥିବା ବେଳେ କିଛି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଟଙ୍କା ଲୁଟ୍ କରିଥିବା ଅଭିଯୋଗ ହୋଇଛି 

କୁଆଁରମୁଣ୍ଡା ନିକଟରୁ ବନ୍ଧୁକ ଦେଖାଇ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହେବା ପରେ ବିରମିତ୍ରପୁର ଥାନା ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି 

')}

Latest Posts

Don't Miss