spot_img

Latest Posts

ଆଜିଠୁ ଆରମ୍ଭ ହେବ ‘କୃଷି ଓଡ଼ିଶା-2020’ । ଜନତା ମଇଦାନରେ ଆୟୋଜିତ ହେଉଛି କାର୍ଯ୍ୟକ୍ରମ । ଆସନ୍ତା ୨୪ ତାରିଖ ଯାଏଁ ଚାଲିବାକୁ ଥିବା ଏହି ମହୋତ୍ସବକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୃଷିକୁ ଗୁରୁତ୍ୱ, କୃଷକଙ୍କ ଅବଦାନକୁ ସ୍ୱୀକୃତି ପ୍ରଦାନ ଓ କୃଷିକ୍ଷେତ୍ରରେ ନୂତନ ଜ୍ଞାନକୌଶଳ ପ୍ରୟୋଗ ଉତ୍ସବର ମୂଳ ଲକ୍ଷ୍ୟ।

Latest Posts

Don't Miss