ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି, ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର କେତେ ଅଛି।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୪,୩୭୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୨,୩୪୦ ଟଙ୍କା ଛୁଇଁଛି।
ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୪,୩୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୨,୩୪୦ ଟଙ୍କାକୁ ପହଞ୍ଚିଛି। ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୩୭୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୩୨,୩୪୦ ଟଙ୍କା ରହିଛି ସେହିଭଳି ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୪,୫୨୦ ଟଙ୍କା ଓ ୨୨ କ୍ୟାରେଟ ୧,୩୨,୪୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୩୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୨,୩୪୦ ଟଙ୍କା ରହିଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୩୭୦ ଟଙ୍କା ଏବଂ ୨୨ କ୍ୟାରେଟ ମୂଲ୍ୟ ୧,୩୨,୩୪୦ ଟଙ୍କା ରହିଛି।
ଅନ୍ୟପଟେ, ଆଜି ରୁପା ମୂଲ୍ୟ କିଲୋ ପିଛା ୨,୨୪,୯୦୦ ଟଙ୍କା ହୋଇଛି।

