ଡାକ୍ତରଖାନାରେ ଭର୍ତ୍ତି ହେଲେ ଐଶ୍ୱର୍ଯ୍ୟା ଏବଂ ଆରାଧ୍ୟା, ୫ ଦିନ ପୂର୍ବରୁ ହୋଇଥିଲା କରୋନା

ମୁମ୍ବାଇ: ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ତାଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କୁ କରୋନା ପଜିଟିଭ ହେବାର ୫ ଦିନ ପରେ ନାନାବତୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଶନିବାର ରାତିରେ ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଅଭିଷେକ ବଚ୍ଚନ ଏକ ଟ୍ୱିଟର ହ୍ୟାଣ୍ଡେଲ ମାଧ୍ୟମରେ ନିଜକୁ କରୋନା ପଜିଟିଭ୍ ବୋଲି ଘୋଷଣା କରିଥିଲେ । ଶନିବାର ଦିନ ଅମିତାଭ ଏବଂ ଅଭିଷେକ ବଚ୍ଚନଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । … Continue reading ଡାକ୍ତରଖାନାରେ ଭର୍ତ୍ତି ହେଲେ ଐଶ୍ୱର୍ଯ୍ୟା ଏବଂ ଆରାଧ୍ୟା, ୫ ଦିନ ପୂର୍ବରୁ ହୋଇଥିଲା କରୋନା