ପଶ୍ଚିମବଙ୍ଗର ସୁନ୍ଦରବନରେ ସ୍ଥଳଭାଗ ଛୁଇଁଲା ‘ଅମ୍ଫାନ’
ଭୁବନେଶ୍ୱର: ବାତ୍ୟା ଅମ୍ଫାନର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ । ପଶ୍ଚିମବଙ୍ଗର ସୁନ୍ଦରବନରେ ସ୍ଥଳଭାଗ ଛୁଇଁଲା ଅମ୍ଫାନ । ବାତ୍ୟାର ବାହ୍ୟ ଅଂଶ ଏବେ ପଶ୍ଚିମବଙ୍ଗରେ ପ୍ରବେଶ କରୁଛି । ପ୍ରାୟ ୪ ଘଣ୍ଟା ଧରି ଲାଗି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏହାର ପ୍ରଭାବରେ ଓଡ଼ିଶାର ବାଲେଶ୍ୱରରେ ସର୍ବାଧିକ ଘଣ୍ଟା ପ୍ରତି ୯୧ କି.ମି ବେଗରେ ପବନ ବହୁଛି । ଲ୍ୟାଣ୍ଡଫଲ୍ ସ୍ଥଳରେ ପବନର ବେଗ ଘଣ୍ଟାପ୍ରତି ୧୬୦ରୁ ୧୭୦ କିଲୋମିଟର ରହିଛି । ଏ ନେଇ … Continue reading ପଶ୍ଚିମବଙ୍ଗର ସୁନ୍ଦରବନରେ ସ୍ଥଳଭାଗ ଛୁଇଁଲା ‘ଅମ୍ଫାନ’
Copy and paste this URL into your WordPress site to embed
Copy and paste this code into your site to embed