MSME ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ୍ ଘୋଷଣା

ନୂଆଦିଲ୍ଲୀ: କରୋନା ଯୁଦ୍ଧ ଲଢ଼ିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ବଡ଼ ଘୋଷଣା କରିଛନ୍ତି । ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ୍ ଦ୍ୱାରା ଦେଶର ଅର୍ଥନୈତିକ ଗତି ବଢ଼ିବ ବୋଲି କହିଛନ୍ତି । ଏହି ପ୍ୟାକେଜକୁ ‘ଆତ୍ମନିର୍ଭର ଭାରତ ଅଭିଯାନ’ ନାଁରେ ନାମିତ କରାଯାଇଛି । ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ସହ ଆଲୋଚନା କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀ ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି । I announce … Continue reading MSME ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ୍ ଘୋଷଣା