ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ବଳ ଗୋଟାଉଛି ବିଜେଡି, ପ୍ରତ୍ୟେକ ଦିନ ଯୋଗ ଦେଉଛନ୍ତି ଶତାଧିକ କର୍ମୀ

ତିର୍ତ୍ତୋଲ/ଭୁବନେଶ୍ୱର,   ଆସନ୍ତା ନଭେମ୍ବର ୩ରେ ଜଗତସିଂହପୁର ଜିଲା ତିର୍ତ୍ତୋଲ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ପୂର୍ବତନ ମନ୍ତ୍ରୀ ତଥା ପ୍ରାକ୍ତନ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ମୃତ୍ୟୁ ପରେ ଏଠାରେ ଉପନିର୍ବାଚନ ହେଉଛି । ଗତ ୯ ତାରିଖରେ ନିର୍ବାଚନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ରାଜନୈତିକ ଘଟଣାକ୍ରମରେ କିଛିଦିନ ତଳେ କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଥିବା ରାଜ କିଶୋର ବେହେରାଙ୍କୁ ପ୍ରାର୍ଥୀ କରିଛି । ସେପଟେ ଶାସକ … Continue reading ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ବଳ ଗୋଟାଉଛି ବିଜେଡି, ପ୍ରତ୍ୟେକ ଦିନ ଯୋଗ ଦେଉଛନ୍ତି ଶତାଧିକ କର୍ମୀ