Skip to content

Categories

  • Budget
  • CBSE
  • Cinema
  • CWC2022
  • CWG 2022
  • Education
  • gujurat
  • Hockey world cup 2023
  • ICSE
  • Independence Day 2021
  • INDEPENDENCE DAY 2022
  • Independence Day 2023
  • Indian Railways
  • IPL
  • IPL 20-20
  • IPL 2024
  • NEET
  • Odisha
  • politics
  • rahul gandhi
  • railway
  • RATHYATRA 2021
  • Republic Day
  • State Board Exam
  • T20 WorldCup
  • ଅଜବ ଗଜବ
  • ଅନ୍ତର୍ଜାତୀୟ
  • ଅପରାଧ
  • ଉଚ୍ଚ ଶିକ୍ଷା
  • ଋଷ-ୟୁକ୍ରେନ ଯୁଦ୍ଧ
  • ଓଡ଼ିଶା
  • କରୋନା
  • କାହାଣୀ ୨୧
  • ଖେଳ
  • ଜୟ ଜଗନ୍ନାଥ
  • ଜାତୀୟ
  • ଜୀବନଚର୍ଯ୍ୟା
  • ଟେକ୍ନୋଲଜି
  • ଟୋକିଓ ଅଲମ୍ପିକ୍ସ
  • ତାଜା ଖବର
  • ଦୀପାବଳି
  • ଧର୍ମ
  • ପଞ୍ଚାୟତ ନିର୍ବାଚନ ୨୦୨୨
  • ପାଣିପାଗ
  • ପୌର ନିର୍ବାଚନ
  • ବାଣିଜ୍ୟ
  • ବାତ୍ୟା
  • ବିଶ୍ବକପ 2023
  • ଭାଇରାଲ୍
  • ଭିଡିଓ
  • ଭୋଟ୍ ଖଟି
  • ମଙ୍କିପକ୍ସ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରଥଯାତ୍ରା
  • ରାଜନୀତି
  • ରାଶିଫଳ
  • ଲେଖକ ସ୍ତମ୍ଭ
  • ଶିକ୍ଷା ଓ ନିଯୁକ୍ତି
  • ସ୍ଥାନୀୟ ପ୍ରସଙ୍ଗ
  • ସ୍ୱତନ୍ତ୍ର
  • ସ୍ୱାସ୍ଥ୍ୟ
  • ହାଇଲାଇଟ୍ ସମ୍ବାଦ
  • Facebook
  • Twitter
  • Youtube
  • Instagram
July 4, 2025
  • Facebook
  • Twitter
  • Youtube
  • Instagram

  • LIVE TV
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
    • ଋଷ-ୟୁକ୍ରେନ ଯୁଦ୍ଧ
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
    • CBSE
    • NEET
    • State Board Exam
    • ଉଚ୍ଚ ଶିକ୍ଷା
  • ରାଜନୀତି
  • ଖେଳ
    • IPL
    • IPL 20-20
    • T20 WorldCup
  • ଜୀବନଚର୍ଯ୍ୟା
    • ରାଶିଫଳ
    • ଧର୍ମ
      • ଦୀପାବଳି
    • ସ୍ୱାସ୍ଥ୍ୟ
      • କରୋନା
  • ଅପରାଧ
  • IPL 2025
  • ଲେଖକ ସ୍ତମ୍ଭ
  • Home
  • ଓଡ଼ିଶା
  • ଭରତପୁର ଥାନାରେ ନିର୍ଯାତନା ମାମଲା: ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର

ଭରତପୁର ଥାନାରେ ନିର୍ଯାତନା ମାମଲା: ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ

September 21, 2024

ଭୁବନେଶ୍ୱର: କ୍ଯାପଟେନ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ତଦନ୍ତ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ । ଏଡିଜି ଅରୁଣ ବୋଥ୍ରାଙ୍କ ନିକଟରେ ରିପୋର୍ଟ ଦାଖଲ କରିଛି ତଦନ୍ତକାରୀ ଟିମ। ନିଲମ୍ବିତ ପୋଲିସ ଅଧିକାରୀଙ୍କ ବୟାନ ରେକର୍ଡ ସରିଛି। ପୀଡିତାଙ୍କ ପକ୍ଷକୁ ନେଇ ମଧ୍ୟ ରିପୋର୍ଟରେ ଦର୍ଶାଯାଇଛି । ଥାନାରୁ ସମସ୍ତ ଦସ୍ତାବିଜ ସଂଗ୍ରହ ହୋଇଛି । ଜାତୀୟ ମହିଳା କମିଶନଙ୍କୁ ମଧ୍ୟ ରିପୋର୍ଟ ପଠାଯାଇଛି । ଅନ୍ୟ ଦିଗକୁ ନେଇ ଏବେ ମଧ୍ୟ ତଦନ୍ତ ଚାଲିଛି ।

ଆସନ୍ତାକାଲି ଦାଖଲ ହେବ ଚୂଡାନ୍ତ ରିପୋର୍ଟ। ଖୁବଶୀଘ୍ର ଡିଜିପିଙ୍କ ସହ ଆଲୋଚନା କରିବେ କ୍ରାଇମବ୍ରାଞ୍ଚ ଏଡିଜି । ସେପଟେ ୧୨୦ ବାଟାଲିୟନରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି କ୍ଯାପଟେନ ଓ ତାଙ୍କ ବାନ୍ଧବୀଙ୍କୁ ପଚରାଉଚରା କରୁଛି । ବାସ୍ତବରେ ସେଦିନ ରାତିରେ ଭରତପୁର ଥାନାରେ କଣ ଘଟିଥିଲା ସେ ସଂପର୍କରେ ଛାନବିନ କରୁଛି କ୍ରାଇମବ୍ରାଞ୍ଚ । ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ପୋଲିସ ଅଟକ ରଖିଥିବା ବେଳେ କ୍ରାଇମ ସିନ ରିକ୍ରିଏସନ କରାଯାଇଛି ।

Tags: bharatpur police case issue BHUBANESWAR Crime Branch report was submitted

Continue Reading

Previous ତିରୁପତି ମନ୍ଦିରରେ ଲଡୁ ଲାଗି ବ୍ଯବହୃତ ଘିଅରେ ଗୋଚର୍ବି ପ୍ରସଙ୍ଗ: ଟେଣ୍ଡର ପ୍ରକ୍ରିୟାର ଧାରା ଉଲ୍ଲଂଘନ ହୋଇଥିବା ଆଶଙ୍କା
Next ଅମରପ୍ରୀତ ସିଂ ନୂଆ ବାୟୁସେନା ମୁଖ୍ଯ

ଅଧିକ କାହାଣୀ

  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ରାଜନୀତି
  • ହାଇଲାଇଟ୍ ସମ୍ବାଦ

ବିଜେଡି ନେତ୍ରୀଙ୍କ ପ୍ରତି ନୀଳଗିରି ବିଧାୟକଙ୍କ ଅପମାନଜନକ ମନ୍ତବ୍ୟକୁ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

July 3, 2025
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ହାଇଲାଇଟ୍ ସମ୍ବାଦ

OAS ସଂଘର ଆନ୍ଦୋଳନ ପ୍ରତ୍ୟାହୃତ: ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀ ପରେ ଆନ୍ଦୋଳନ ପ୍ରତ୍ୟାହୃତ

July 3, 2025
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ରାଜନୀତି
  • ହାଇଲାଇଟ୍ ସମ୍ବାଦ

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା:  ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ

July 3, 2025

Recent Posts

  • ବିଜେଡି ନେତ୍ରୀଙ୍କ ପ୍ରତି ନୀଳଗିରି ବିଧାୟକଙ୍କ ଅପମାନଜନକ ମନ୍ତବ୍ୟକୁ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • OAS ସଂଘର ଆନ୍ଦୋଳନ ପ୍ରତ୍ୟାହୃତ: ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀ ପରେ ଆନ୍ଦୋଳନ ପ୍ରତ୍ୟାହୃତ
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା:  ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ
  • ମଣ୍ଡିରୁ ଧାନ ଉଠିପାରୁନଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ରାଜ୍ୟରେ ଆହୁରି ୪ ଦିନ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ନବୀନଙ୍କ ଭିଜନକୁ ପୁଣି କେନ୍ଦ୍ରର ସାର୍ଟିଫିକେଟ, 5T ସ୍କୁଲ ସାଉଁଟିଲା ପ୍ରଶଂସା
  • କୁଇଣ୍ଟାଲ କୁଇଣ୍ଟାଲ ଧାନ ଧରି ଚାଷୀ ହତାଶ, ବଢିବନି ଟୋକନ ଅବଧି
  • ଅଡୁଆରେ ସରକାର, କାର୍ଯ୍ୟାନୁଷ୍ଠାନ ନେବେ ନା ସଂଘକୁ ମନାଇବେ
  • ଜିଦରେ ଅଟଳ ବିଏମସି ଅଧିକାରୀ ଓ କର୍ମଚାରୀ, ସରକାରୀ କାର୍ଯ୍ୟ ଠପ, ପଦକ୍ଷେପ ନେଉନାହାନ୍ତି ସରକାର
  • ଚଳିବନି ମାସ ମାସ ଧରି ତଦନ୍ତ, ଦୋଷୀକୁ ବାନ୍ଧିଲେ ଘଣ୍ଟାଏ ଭିତରେ କରିବୁ ଜଏନ: ଓଏଏସ ସଂଘ
  • ଭାରତ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ, ଶୁବମନଙ୍କ ଦ୍ବିଶତକ ହାସଲ
  • ନିଶା ନିଶାଣରେ ରାଜଧାନୀ ଶିକ୍ଷାନୁଷ୍ଠାନ, ପିଲାଙ୍କୁ ସୁଧାରିବା ପାଇଁ ଅଣ୍ଟା ଭିଡ଼ିଲା ଅବକାରୀ ବିଭାଗ
  • ବନ୍ୟା ଟଳିଲା ଦର ବଢିଲା, ପରିବା ବଜାରରେ ମହଙ୍ଗା ମାଡ଼
  • ରେଳ ଲାଇନରେ ଧସିଲା ମାଟି, ଅନେକ ଟ୍ରେନ୍ ବାତିଲ
  • ଭଦ୍ରକ ମହାବିଦ୍ୟାଳୟ କାନ୍ଥରେ ଦେଖିବାକୁ ମିଳିଛି ଓଡିଆ ଅସ୍ମିତାର ଗାରିମା
Tweets by NandighoshaTV

ନଜର ପକାନ୍ତୁ

  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ରାଜନୀତି
  • ହାଇଲାଇଟ୍ ସମ୍ବାଦ

ବିଜେଡି ନେତ୍ରୀଙ୍କ ପ୍ରତି ନୀଳଗିରି ବିଧାୟକଙ୍କ ଅପମାନଜନକ ମନ୍ତବ୍ୟକୁ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

July 3, 2025
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ହାଇଲାଇଟ୍ ସମ୍ବାଦ

OAS ସଂଘର ଆନ୍ଦୋଳନ ପ୍ରତ୍ୟାହୃତ: ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀ ପରେ ଆନ୍ଦୋଳନ ପ୍ରତ୍ୟାହୃତ

July 3, 2025
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ରାଜନୀତି
  • ହାଇଲାଇଟ୍ ସମ୍ବାଦ

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା:  ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ

July 3, 2025
  • Odisha
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ହାଇଲାଇଟ୍ ସମ୍ବାଦ

ମଣ୍ଡିରୁ ଧାନ ଉଠିପାରୁନଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

July 3, 2025
Tweets by NandighoshaTV

Address

ଟ୍ୟାଗ୍ସ

#CMNaveenPatnaik Accident America Balasore bcci bhadrak BHUBANESWAR BJD BJP BMC bollywood China cm naveen patnaik CONGRESS corona coronavirus covid-19 COVID19 Cricket Crime CUTTACK DEATH DELHI Ganjam INDIA JAJPUR mumbai MURDER NANDIGHOSHA TV NandighoshaTv Narendra Modi Naveen Patnaik New Delhi Odisha Odisha Assembly Pakistan Politics PURI rahul gandhi RAIN rourkela RUSSIA SAMBALPUR SUPREME COURT WEATHER

  • Contact
  • Privacy Policy
  • Complaint Redressal
  • entertainment
  • Facebook
  • Twitter
  • Youtube
  • Instagram
© 2022 NandighoshaTV. All rights reserved. | Newsphere by AF themes.