ରାଜ୍ୟସଭାରେ ଦାବି ଦୋହରାଇଲେ ସସ୍ମିତ ପାତ୍ର, ହେଉ ଜାତି ଭିତ୍ତିକ ଗଣନା

ନୂଆଦିଲ୍ଲୀ: ୨୦୨୧ ଜନଗଣନା ସମୟରେ ଓଡିଶାରେ ସାମାଜିକ, ଆର୍ଥିକ ତଥା ଅନ୍ୟ ପଛୁଆ ବର୍ଗଙ୍କୁ ଚିହ୍ନଟ କରିବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ଦିଗରେ କେନ୍ଦ୍ର ସରକାର ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ଦାବି କରିଛନ୍ତି ରାଜ୍ୟସଭା ସଦସ୍ୟ ସସ୍ମିତ ପାତ୍ର । ଏହି ପ୍ରସଙ୍ଗକୁ ସେ ରାଜ୍ୟସଭାରେ ଉପସ୍ଥାପନ କରିବା ପାଇଁ ସ୍ୱୀକୃତି ପ୍ରଦାନ କରିବାକୁ ସେ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଏକ ପତ୍ର ଲେଖିଛନ୍ତି । ୧୯୩୧ରୁ ଦେଶରେ ଜନଗଣନା ଆରମ୍ଭ … Continue reading ରାଜ୍ୟସଭାରେ ଦାବି ଦୋହରାଇଲେ ସସ୍ମିତ ପାତ୍ର, ହେଉ ଜାତି ଭିତ୍ତିକ ଗଣନା