ଓଡ଼ିଶା

ବଲାଙ୍ଗୀର: 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ  । ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର...

ବାଲେଶ୍ବର: ଏଟିଏମରୁ ୨୦ ଲକ୍ଷ ଲୁଟିନେଲେ ଲୁଟେରା । ବାଲେଶ୍ୱର ଜିଲ୍ଲା ଖଇରା ତୁଡ଼ିଗଡିଆ ବଜାର ଥିବା ଆକ୍ସିସ ବ୍ୟାଙ୍କରୁ ଲୁଟ ହୋଇଛି । ଗ୍ୟାସ କଟରରେ...

ପୁରୀ: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ଶ୍ରୀକ୍ଷେତ୍ରରେ ଏକାଠି ହେବ ସାରା ଦେଶ । ପୁରୀ ଆସିବେ ପ୍ରମୁଖ ଦେବପୀଠର...

ଭୁବନେଶ୍ବର: ରାଜ୍ୟରେ ନିବେଶର ନୂଆଯୁଗ । ପୁଞ୍ଜିନିବେଶ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କଲା ଓଡ଼ିଶା । ୧୨୭ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି...

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଗରେଈଝୁଳି ଗାଁରେ ଗୁଳିମାଡ଼ । ବଣଭୋଜି ବେଳେ ମାରପିଟ ଓ ଗୁଳିମାଡ଼ରେ ଜଣେ ଗୁରୁତର । ଦୁଇ ଜଣ ସାମାନ୍ୟ...

ଭୁବନେଶ୍ବର: ହାଲୁକା ଶୀତ ସହ ଘନ କୁହୁଡିରେ ଆକ୍ତାମାକ୍ତା ହେଉଛି ଜନଜୀବନ । ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର...

ପାଣାଜୀ: କେତେ ସତ କହୁଛନ୍ତି ସୂଚନା । ଜନ୍ମ କଲା ସନ୍ତାନକୁ ମା’ କାହିଁକି କଲେ ହତ୍ୟା । ହତ୍ୟା ପଛରେ କଣ ରହିଛି ରହସ୍ୟ ।...

ପୁରୀ: ସଜେଇ ହେଲାଣି ଶ୍ରୀକ୍ଷେତ୍ର । ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ୧୨ ତାରିଖରୁ ଯଜ୍ଞ ଆରମ୍ଭ ହେବାକୁ ଯାଉଛି...

ଭୁବନେଶ୍ବର: ବିଶ୍ବବିଦ୍ୟାଳୟରେ ଗବେଷଣା ପାଇଁ ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରୋତ୍ସାହିତ କରାଯାଉଛି। ଚଳିତ ବର୍ଷ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ଗବେଷଣା ଓ...

ଭୁବନେଶ୍ବର: ନାବାର୍ଡର ନୂଆ ଋଣ ଯୋଜନା । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କ୍ରେଡିଟ୍ ପ୍ଲାନ ପ୍ରସ୍ତୁତ କରିଛି ନାବାର୍ଡ। ୨ ଲକ୍ଷ କୋଟି ଟଙ୍କାରୁ ଅଧିକ...