ମୁଖ୍ୟ ଖବର

ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ ଆଜିଠାରୁ ଭୂମିପୂଜନ ଆରମ୍ଭ ହୋଇଛି । ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଓ ପରମ୍ପରା ଆଧାରିତ ଏହି ପ୍ରକଳ୍ପ ପାଇଁ ତିନିଦିନ ପୂଜା...

1 min read

ବରଗଡ଼: ଆଜି ବରଗଡ଼ଗସ୍ତରେ ଥିବା 5T ସଚିବ ଭି.କେ ପାଣ୍ଡିଆନ୍ ଏକ ସଭାରେ ଯୋଗ ଦେବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଲୋକଙ୍କୁ ଶୁଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଦିଗପହଣ୍ଡି: ମୃତ୍ୟୁର ତାରିଖ ଯେବେ ପାଖେଇଆସେ ବୋଧହୁଏ ମଣିଷ ଅଜାଣତରେ ବେଶୀ ଖୁସି ହୁଏ । ଜୀବନର ପୃଷ୍ଠା ଯେତେବେଳେ ସରିଆସେ ବୋଧହୁଏ ମଣିଷ ଶେଷଥର ପାଇଁ...

ଭୁବନେଶ୍ଵର: ନିଜ ପୁଅର ଚିକିତ୍ସା ନିମନ୍ତେ ନୂଆପଡା ଜିଲ୍ଲା ସିନାପାଲୀ ବ୍ଲକ ଅନ୍ତର୍ଗତ ମଖାପଦର ଗ୍ରାମର ବୟସ୍କ ବିଧବା ମହିଳା କପୁର ବନଛୋରଙ୍କ ନିବେଦନ ବିଷୟ ଗଣମାଧ୍ୟମରୁ...

1 min read

ଭୁବନେଶ୍ୱର: ୫୦ଟଙ୍କା ଜମାରାଶିରୁ ଆରମ୍ଭ କରିଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନେ ଆଜି ମାସକୁ ୪ଲକ୍ଷ ଟଙ୍କା ରୋଜଗାର କରିପାରୁଛନ୍ତି । ଦିନ ଥିଲା ସେମାନେ...

ଦିଗପହଣ୍ଡି: ଭଉଣୀ ବିବାହରେ ହାତଗଣ୍ଠି ଫିଟାଇଥିଲେ ସୋନାଲିଙ୍କ ସାନ ଭଉଣୀ ରୂପାଲି ପ୍ରଧାନ। ହେଲେ କିଏ ଜାଣିଥିଲା ସେ ଖୁସିର ଆୟୁଷ ଥିଲା ଏତେ ଛୋଟ ।...

ପୁରୀ: ପୁରୀ ଶ୍ରୀମନ୍ଦିର ଭିତରର ଭିଡିଓ ଭାଇରାଲ । ରୋହିତ ଜୈଶ୍ବାଲ 1973 ନାମରେ ଥିବା ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଛି ଭିଡିଓ । ରଥଯାତ୍ରା ପରେ ଶ୍ରୀମନ୍ଦିର...

ଗୌହ୍ୱାଟୀ: ଆସାମରେ ବନ୍ୟା ସ୍ଥିତି ଗମ୍ଭୀର ଲାଗି ରହିଛି । ଏହି ବିନାଶକାରୀ ବନ୍ୟାରେ ୯ ଜିଲ୍ଲାରେ ୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି ।...

1 min read

ବାଲେଶ୍ୱର: ବାସି ଖିରି ଭୋଗ ଖାଇ ଜଣେ ମୃତ, ୧୫ ଅସୁସ୍ଥ । ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ ତାଳକୁରୁଣିଆ ଓ ଅଠିଳାବାଜ ଗାଁରେ ଅଘଟଣ ।...

1 min read

ଭୁବନେଶ୍ୱର: ବଢିବ ରାଜ୍ୟ ସରକାରଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ପରିସର। ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ଅଧିକ ଘରୋଇ କଲେଜକୁ ମିଳିବ ସରକାରୀ ମାନ୍ୟତା। ୨୦୦୮ରୁ ୨୦୧୩ ଭିତରେ ପ୍ରତିଷ୍ଠା...