ରଥଯାତ୍ରା ହେବ କି ନାହିଁ ? ଆରମ୍ଭ ହେଲା ଶୁଣାଣି

ନୂଆଦିଲ୍ଲୀ: ଆସନ୍ତାକାଲି ଜଗତରନାଥ ଜଗନ୍ନାଥଙ୍କ ରଥଯାତ୍ରା । ତେବେ କରୋନା କାଳରେ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଏର ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି । ପ୍ରଧାନବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ନେତୃତ୍ୱାଧୀନ ବେଂଚ ଆବେଦନ ଉପରେ ଶୁଣାଣି କରୁଛନ୍ତି । ନାଗପୁରରେ ଥିବା ପ୍ରଧାନ ବିଚାରପତି ଭିଡିଓ କନଫରେନ୍ସିଂ ଜରିଆରେ ଶୁଣାଣିରେ ସାମିଲ ହୋଇଛନ୍ତି । ଜୁନ୍ ୧୮ ତାରିଖ ଦିନ ସୁପ୍ରିମକୋର୍ଟ କରୋନା ମହାମାରୀ କାଳରେ … Continue reading ରଥଯାତ୍ରା ହେବ କି ନାହିଁ ? ଆରମ୍ଭ ହେଲା ଶୁଣାଣି