ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସ୍ଥିତି ସମୀକ୍ଷା: କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର ସମେତ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ କୋଭିଡ ପରିଚାଳନାକୁ ଅଧିକ ସୁଦୃଢ଼ କରିବା ପାଇଁ ୨ ଜିଲ୍ଲାକୁ ଦିଆଯିବ ୩୦ କୋଟି OHMS କ୍ୟାଡର ଡାକ୍ତରମାନଙ୍କ ଅବସର ବୟସ ସୀମା  ୬୫ ବର୍ଷକୁ ବୃଦ୍ଧି କୋଭିଡ କେୟାର ହୋମ୍‌ ଓ କୋଭିଡ କେୟାର ସେଣ୍ଟର ସ୍ଥାପନ ପାଇଁ ଆହ୍ନାନ ବିଭିନ୍ନ ଅନୁଷ୍ଠାନ ଓ କର୍ପୋରେଟ୍  ସେକ୍ୱରମାନଙ୍କୁ ଆହ୍ନାନ ଦେଲେ ମୁଖ୍ୟମନ୍ତ୍ରୀ  ଭୁବନେଶ୍ୱରରେ ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲ ପକ୍ଷରୁ ପ୍ରତିଷ୍ଠା ହେବ କୋଭିଡ ହସ୍ପିଟାଲ … Continue reading ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସ୍ଥିତି ସମୀକ୍ଷା: କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍ଥିତି ନିୟନ୍ତ୍ରଣାଧୀନ