ଓଡ଼ିଶା ଫେରୁଥିବା ଶ୍ରମିକଙ୍କ ଖାଦ୍ୟ ନିରାପତ୍ତା ସୁନିଶ୍ଚିତ କରିବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାକୁ ଅନ୍ୟରାଜ୍ୟରେ ଫସି ରହିଥିବା ଶ୍ରମିକ ଫେରିବା ଏବେ ଆରମ୍ଭ ହୋଇଛି । ଏଭଳି ପରିସ୍ଥିତିରେ କାମ ହରାଇ ନିଜ ରାଜ୍ୟକୁ ଫେରୁଥିବା ଶ୍ରମିକଙ୍କ ଖାଦ୍ୟ ନିରାପତ୍ତାକୁ ରାଜ୍ୟ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ସହ  ଆଲୋଚନା କରିଛନ୍ତି ।  ଭିଡିଓ କନଫରେନ୍ସିଂ ଜରିଆରେ ହୋଇଥିବା ଏହି ଆଲୋଚନାରେ  ଖାଦ୍ୟ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଥିଲା । ଓଡ଼ିଶା ଫେରୁଥିବା ଶ୍ରମିକଙ୍କ ଖାଦ୍ୟ ନିରାପତ୍ତାରୁ … Continue reading ଓଡ଼ିଶା ଫେରୁଥିବା ଶ୍ରମିକଙ୍କ ଖାଦ୍ୟ ନିରାପତ୍ତା ସୁନିଶ୍ଚିତ କରିବାକୁ କହିଲେ ମୁଖ୍ୟମନ୍ତ୍ରୀ