ଉପନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେଡି, ବାଲେଶ୍ୱରରେ ଶଙ୍ଖ ଧରିଲେ କଂଗ୍ରେସ ନେତା ମାଧବାନନ୍ଦ ମଇନି

ବାଲେଶ୍ୱର: ଉପନିର୍ବାଚନ ପୂର୍ବରୁ ବଢୁଛି ବିଜେଡି ବଳ । ବାଲେଶ୍ୱରରେ କଂଗ୍ରେସ ନେତା ମାଧବାନନ୍ଦ ମଇନି ତାଙ୍କ ଶତାଧିକ କର୍ମୀଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି । ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟଙ୍କ ନେତୃତ୍ୱରେ ଦଳରେ ସାମିଲ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ହୋଇଛି । ଗତକାଲି ୨୦୧୯ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ମାନସ ଦାସପଟ୍ଟନାୟକ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଥିଲେ । କର୍ମୀଙ୍କ ଯୋଗଦାନ … Continue reading ଉପନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେଡି, ବାଲେଶ୍ୱରରେ ଶଙ୍ଖ ଧରିଲେ କଂଗ୍ରେସ ନେତା ମାଧବାନନ୍ଦ ମଇନି