୧୦ ଜିଲ୍ଲାକୁ ବ୍ୟାପିଛି କରୋନା ‌: ସଂକ୍ରମିତ ଜିଲ୍ଲା ମଧ୍ୟରୁ ଏବେ ୪ ଜିଲ୍ଲାରେ ନାହାନ୍ତି କୌଣସି ରୋଗୀ

ଭୁବନେଶ୍ୱର: ରାଜ୍ୟର ୧୦ ଜିଲ୍ଲାକୁ ବ୍ୟାପିଛି କରୋନା । ଖୋର୍ଦ୍ଧା ଜିଲ୍ଳାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତା’ ପଛକୁ ରହିଛି ଯାଜପୁର । ଖୋର୍ଦ୍ଧାରେ ମୋଟ ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଯାବତ୍ ୨୨ ଜଣ ସୁସ୍ଥ ହୋଇଛନ୍ତି ଓ ୨୩ ଜଣ ଚିକିତ୍ସାଧୀନ ରହିଛନ୍ତି । ତେବେ ୭୩ ବର୍ଷୀୟ ଜଣେ ଆକ୍ରାନ୍ତଙ୍କ ପୂର୍ବରୁ ମୃତ୍ୟୁ ହୋଇଛି । ସେହିପରି ଯାଜପୁରରେ ମୋଟ ୧୨ ଜଣ ଆକ୍ରାନ୍ତ … Continue reading ୧୦ ଜିଲ୍ଲାକୁ ବ୍ୟାପିଛି କରୋନା ‌: ସଂକ୍ରମିତ ଜିଲ୍ଲା ମଧ୍ୟରୁ ଏବେ ୪ ଜିଲ୍ଲାରେ ନାହାନ୍ତି କୌଣସି ରୋଗୀ