ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ, ସଂଖ୍ୟା ୧୨୮କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଫେରନ୍ତାଙ୍କ ଚିନ୍ତାରେ ଘାଣ୍ଟି ହେଉଛି ଓଡ଼ିଶା । ପଶ୍ଚିମ ବଙ୍ଗରୁ ଫେରିଥିବା ବ୍ୟକ୍ତିଙ୍କ ମଧ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଯାହାଫଳରେ ଯାଜପୁରରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା । ଏମାନଙ୍କର ସ୍ୱାବ ଟେଷ୍ଟ ପାଇଁ ଯାଇଥିଲା । ରିପୋର୍ଟ ଆସିବା ପରେ ଏମାନେ ପଜିଟିଭ ଥିବା ଜଣା ପଡ଼ିଥିଲା । ଯାହାଫଳରେ ଯାଜପୁରରେ କରୋନା … Continue reading ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ, ସଂଖ୍ୟା ୧୨୮କୁ ବୃଦ୍ଧି
Copy and paste this URL into your WordPress site to embed
Copy and paste this code into your site to embed