ରାଜ୍ୟରେ ହଜାରେ ପାର ହେଲା ସଂକ୍ରମିତଙ୍କ ସଂଖ୍ୟା, କରୋନା ମ୍ୟାପରେ ମାଲକାନଗିରି

ଭୁବନେଶ୍ୱର: ରାଜ୍ୟରେ ବାରମ୍ବାର ବଢ଼ିବାକୁ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କେବଳ କ୍ୱାରେଣ୍ଟାଇନରେ ରହିଥିବା ବ୍ୟକ୍ତିଙ୍କ ମଧ୍ୟରେ ଅଧିକ ମାତ୍ରାରେ ଦେଖିବାକୁ ମିଳୁଛି କରୋନା ସଂକ୍ରମଣ । ତେବେ ବୁଧବାର ସକାଳୁ ରାଜ୍ୟରେ ନୂଆ ୭୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ନୂଆ ୭୪ ଜଣ ପଜିଟିଭଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରେ ରହିଥିବା ବେଳେ ୨ ଜଣ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି । ଏହାସହ ରାଜ୍ୟରେ … Continue reading ରାଜ୍ୟରେ ହଜାରେ ପାର ହେଲା ସଂକ୍ରମିତଙ୍କ ସଂଖ୍ୟା, କରୋନା ମ୍ୟାପରେ ମାଲକାନଗିରି