ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୫୪କୁ ବୃଦ୍ଧି, ରାଜ୍ୟରେ ମୋଟ ୧୭୯ ସଂକ୍ରମିତ
ଯାଜପୁରରେ: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଯାଜପୁରରେ ସଂକ୍ରମିତଙ୍କ ସଂଖ୍ୟା ମୋଟ ୫୪କୁ ବୃଦ୍ଧି ପାଇଛି । ତେବେ ଆକ୍ରାନ୍ତ ଜଣଙ୍କ ନିକଟରୁ କଲିକତାରୁ ଫେରିଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଯାଜପୁରର ନୂଆ ମାମଲାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି । ରାଜ୍ୟରେ ୧୭୯ ସଂକ୍ରମିତ ମଧ୍ୟରୁ ୬୦ ଜଣ ସୁସ୍ଥ … Continue reading ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୫୪କୁ ବୃଦ୍ଧି, ରାଜ୍ୟରେ ମୋଟ ୧୭୯ ସଂକ୍ରମିତ
Copy and paste this URL into your WordPress site to embed
Copy and paste this code into your site to embed