ଦେଶରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ରେକର୍ଡ ସଂକ୍ରମଣ। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୯ହଜାର ୩୦୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ଦେଶରେ ସଂକ୍ରମିତ ସଂଖ୍ୟା ୨ଲକ୍ଷ ୧୬ ହଜାର ଟପିଛି । ସେହିପରି ଗୋଟିଏ ଦିନରେ ୨୬୦ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏଥିସହ ଦେଶରେ ମୃତ୍ୟୁସଂଖ୍ୟା ୬ ହଜାର ପାର କରିଛି । ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧୨୨ଜଣ କରୋନା ସଂକ୍ରମଣରେ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ ମୃତ୍ୟୁସଂଖ୍ୟା ଅଢେଇ ହଜାର ଟପିଛି … Continue reading ଦେଶରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ
Copy and paste this URL into your WordPress site to embed
Copy and paste this code into your site to embed