ପୋଲିସ ଉପରେ ଅପରାଧୀଙ୍କ ହମଲା, ଡେପୁଟି ଏସପିଙ୍କ ସମେତ ୮ ସହିଦ

କାନପୁର: ବିଳମ୍ବିତ ରାତିରେ ବଡ଼ ହମଲା । ଉତ୍ତରପ୍ରଦେଶ କାନପୁରରେ ପୋଲିସ ଉପରେ ବଡ଼ ଆକ୍ରମଣ ହୋଇଛି । ହିଷ୍ଟ୍ରୀ ସିଟର ବିକାଶ ଦୁବେକୁ ଧରିବାକୁ ଯାଇଥିବା ବେଳେ ପୋଲିସ ଉପରେ ହୋଇଛି ଆକ୍ରମଣ । ସର୍ଚ୍ଚ ଅପରେସନ୍ ବେଳେ ଅପରାଧୀ ପୋଲିସ ଟିମ୍ ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ । ପୋଲିସ ସେଠାରେ ପହଞ୍ଚିବା କ୍ଷଣି ଛାତ ଉପରୁ ଅନ୍ଧାଧୁନ୍ ଗୁଳି ଚାଳନା କରିଥିଲେ ଅପରାଧୀ । Kanpur: Eight Police personnel, including Dy … Continue reading ପୋଲିସ ଉପରେ ଅପରାଧୀଙ୍କ ହମଲା, ଡେପୁଟି ଏସପିଙ୍କ ସମେତ ୮ ସହିଦ