ସଚିବାଳୟରୁ ସଡ଼କ, ସବୁଠି ଶୁଭିଲା ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ଗୋଟିଏ ସୁର, ଗୋଟିଏ ତାଳ । କୋଭିଡ୍ ଯୋଦ୍ଧାଙ୍କ ପାଇଁ ଓଡ଼ିଶା ସମେତ ଓଡ଼ିଶା ବାହାରେ ଥିବା ଓଡ଼ିଆ ସମୂହ ଭାବେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଛନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଥିବା ବେଳେ ବିଜେଡି ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ସଙ୍ଗୀତ ଗାଇଛନ୍ତି ଦଳୀୟ ନେତା ଓ କର୍ମୀ । ସଚିବାଳୟରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ‘ବନ୍ଦେ ଉତ୍କଳ ଜନନୀ’ ଗାନ … Continue reading ସଚିବାଳୟରୁ ସଡ଼କ, ସବୁଠି ଶୁଭିଲା ‘ବନ୍ଦେ ଉତ୍କଳ ଜନନୀ’