spot_img

Latest Posts

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି ପୂର୍ବତନ ରାଜ୍ୟପାଳ ଗଣେଶୀ ଲାଲ

ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି ପୂର୍ବତନ ରାଜ୍ୟପାଳ ଗଣେଶୀ ଲାଲ। ଏକ ଘରୋଇ କାର୍ଯ୍ୟକ୍ରମରେ ଭୁବନେଶ୍ବର ଆସିଥିବି ପୂର୍ବତନ ରାଜ୍ୟପାଳ ଗଣେଶୀ ଲାଲ ଆଜି ସନ୍ଧ୍ୟାରେ ନବୀନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉଭୟଙ୍କ ଭିତରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ନବୀନ ପଟ୍ଟନାୟକ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିବା ସମୟରେ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ଯ୍ୟ କରି ଅବସର ନେଇଛନ୍ତି ଗଣେଶୀ ଲାଲ।

Latest Posts

Don't Miss