ରାସ୍ତାକଡ଼ ଦୋକାନୀଙ୍କୁ ୧୦ ହଜାର ଟଙ୍କାର ଋଣ, ସମୟ ଭିତରେ ପରିଶୋଧ କଲେ ୭% ସୁଧ ଛାଡ଼

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ସରକାର ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂରଣ ପରେ ଆଜି କେନ୍ଦ୍ର ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକ ବସିଥିଲା । ଏଥିରେ କେତକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଅଣୁ, କ୍ଷୁଦ୍ର, ଓ ମଧ୍ୟମ ଶିଳ୍ପ ସହ ରାସ୍ତାକଡ଼ରେ ବିକ୍ରି କରୁଥିବା ଦୋକାନୀ ଓ ଚାଷ ଉପରେ ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଦକର ସୂଚନା ଦେଇଛନ୍ତି । ଆତ୍ମନିର୍ଭର ଭାରତ ପ୍ୟାକେଜର ଘୋଷଣା ଅନୁସାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ପ୍ରସ୍ତାବକୁ … Continue reading ରାସ୍ତାକଡ଼ ଦୋକାନୀଙ୍କୁ ୧୦ ହଜାର ଟଙ୍କାର ଋଣ, ସମୟ ଭିତରେ ପରିଶୋଧ କଲେ ୭% ସୁଧ ଛାଡ଼