ରାଜ୍ୟରେ ରେକର୍ଡ ଭାଙ୍ଗୁଛି କରୋନା, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୨୬୯୩କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟର ଗତ ୨୪ ଘଣ୍ଟାର ସଂକ୍ରମିତଙ୍କର ଜିଲ୍ଲାୱାରୀ ତାଲିକା ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ ସାରା ରାଜ୍ୟରେ ଜୁଲାଇ ୨୩ ତାରିଖରେ ୧୫୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ରାଜ୍ୟରେ ହୋଇଥିବା ଏପର୍ଯ୍ୟନ୍ତର ସର୍ବାଧିକ ସଂକ୍ରମଣ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୫୨୭ । ତେବେ ସବୁଦିନ ଭଳି ବୁଧବାରର ସଂକ୍ରମିତଙ୍କ ତାଲିକାରେ ଗଞ୍ଜାମ … Continue reading ରାଜ୍ୟରେ ରେକର୍ଡ ଭାଙ୍ଗୁଛି କରୋନା, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୨୬୯୩କୁ ବୃଦ୍ଧି