ପ୍ରବାସୀ ଶ୍ରମିକଙ୍କ ପାଇଁ ମୋଦି ସରକାରଙ୍କ ବଡ଼ ଯୋଜନା, ୨୦ ମାର୍ଚ୍ଚରୁ ଆରମ୍ଭ ହେବ ଗରିବ କଲ୍ୟାଣ ରୋଜଗାର ସ୍କିମ୍

ପ୍ରଧାନମନ୍ତ୍ରୀ ପ୍ରବାସୀଙ୍କ ପାଇଁ ଆଣିଲେ ନୁଆ ପ୍ଲାନ ୨୦ଜୁନରୁ କାର୍ଯ୍ୟକାରୀ ହେବ ଗରିବ କଲ୍ୟାଣ ରୋଜଗାର ଯୋଜନା ନୂଆଦିଲ୍ଲୀ:  ପ୍ରବାସୀଙ୍କ ପାଇଁ ଆସିଲା ନୂଆ ଯୋଜନା । କରୋନା ସଂକଟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରବାସୀ ଶ୍ରମିକଙ୍କ ନିମନ୍ତେ ଏକ ନୂଆ  ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି  । ଯାହାଦ୍ୱାରା ଦେଶର ଲକ୍ଷ ଲକ୍ଷ ପ୍ରବାସୀ ଉପକୃତ ହେବେ । ଏହି ଯୋଜନାର ନାଁ ହେଉଛି ଗରିବ କଲ୍ୟାଣ ରୋଜଗାର ଯୋଜନା  । ଏହାର ମୂଳ … Continue reading ପ୍ରବାସୀ ଶ୍ରମିକଙ୍କ ପାଇଁ ମୋଦି ସରକାରଙ୍କ ବଡ଼ ଯୋଜନା, ୨୦ ମାର୍ଚ୍ଚରୁ ଆରମ୍ଭ ହେବ ଗରିବ କଲ୍ୟାଣ ରୋଜଗାର ସ୍କିମ୍