୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ଗଲାଣି ୫୦ ଜଣଙ୍କର ଜୀବନ

ନୂଆଦିଲ୍ଲୀ: ଦକ୍ଷିଣ ଭାରତରେ ପ୍ରବଳ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ତୁହୁାକୁ ତୁହା ବର୍ଷାରେ ବେହାଲ ଜନ ଜୀବନ । ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ରରେ ପ୍ରବଳ ବର୍ଷା ହେତୁ ପରିସ୍ଥିତି ଚିନ୍ତାଜନକ ହୋଇପଡ଼ିଛି । ବର୍ଷା କାରଣରୁ କୃଷି ଜମି ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି । ହାଇଦ୍ରାବାଦରେ ରାସ୍ତାଗୁଡ଼ିକ ନଦୀ ପରି ବୁଡ଼ି ରହିଛି । ଯାହାଫଳରେ ଯାନବାହାନ ଚଳାଚଳ ମଧ୍ୟ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ପାଇଁ … Continue reading ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ଗଲାଣି ୫୦ ଜଣଙ୍କର ଜୀବନ