HIV ସଂକ୍ରମିତଙ୍କ ବାହାଘର: ସାମିଲ ହେଲେ ମୁଖ୍ୟମନ୍ତ୍ରୀ, କନ୍ୟାଦାନ କଲେ ଜିଲ୍ଲାପାଳ

1 min read

ବ୍ରହ୍ମପୁର:ନିଆରା ବାହାଘର । ବ୍ରହ୍ମପୁର ସଞ୍ଜିବନୀ ଡେ କେୟାର ହୋମରେ ଦୁଇ ଏଚଆଇଭି ସଂକ୍ରମିତଙ୍କ ବାହାଘର ହୋଇଛି । ସମ୍ପୂର୍ଣ୍ଣ ବୈଦିକ ରିତିନୀତି ଅନୁଯାୟୀ ହୋଇଛି ବାହାଘର । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ କନ୍ୟାଦାନ କରିଥିବା ବେଳେ, ଜିଲ୍ଲା ପ୍ରଶାସନର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ଯୋଗଦେଇ ନବଦମ୍ପତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ସମାଜ ପାଇଁ ଉଦାହରଣ ସୃଷ୍ଟି କରିବା ସହ, ଅନ୍ୟମାନଙ୍କ ପାଇଁ ପ୍ରେରଣା ଯୋଗାଇବ ବୋଲି ୫ଟି ସଚିବ ଭି.କେ ପାଣ୍ଡିଆନ୍ କହିଥିଲେ । ନବଦମ୍ପତ୍ତିଙ୍କୁ ୫ଟି ସଚିବ ଭୁବନେଶ୍ବର ଆସିଲେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ନିମନ୍ତ୍ରଣ ଦେଇଥିଲ ।

ଏଥିସହିତ ପଢ଼ନ୍ତୁ: ବିଜୁ ବାବୁଙ୍କ ଜୟନ୍ତିରେ ଅନୁଷ୍ଠିତ ହେବ ବିଶାଳ ସାଇକେଲ୍ ଶୋଭାଯାତ୍ରା ଓ ରକ୍ତଦାନ ଶିବିର

Opn Commnet Area

Leave a Reply

Your email address will not be published. Required fields are marked *

Close Bitnami banner