୨୦୨୦ ଜାନୁଆରୀରୁ ଶ୍ରମ ବିଭାଗରେ ଲାଗୁ ହେବ ମୋ ସରକାର, ଦାଦନ ରୋକିବାକୁ ହେବ ବଡ଼ ଘୋଷଣା

ଭୁବନେଶ୍ୱର : ୨୦୨୦ ଜାନୁଆରୀ ମାସରେ ମୋ ସରକାରରେ ସାମିଲ ହେବ ଶ୍ରମ ବିଭାଗ । ଯେଉଁ ସରକାରୀ ଅଧିକାରୀ ଚଂଚକତା କରୁଥିବେ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ । ସେ ଆହୁରି କହିଛନ୍ତି ଯେ, କେହି ବି ଚାହୁଁନାହାନ୍ତି ସରକାରୀ ଅଧିକାରୀ ଦଣ୍ଡିତ ହୁଅନ୍ତୁ । ସେଥିପାଇଁ ସେମାନଙ୍କୁ ଭଲ କାମ କରିବାକୁ ପଡ଼ିବ । ଦଲାଲଙ୍କ ହାବୁଡ଼ରେ ଯେମିତି ଶ୍ରମିକ ନ ପଡ଼ନ୍ତୁ, ସେ ନେଇ … Continue reading ୨୦୨୦ ଜାନୁଆରୀରୁ ଶ୍ରମ ବିଭାଗରେ ଲାଗୁ ହେବ ମୋ ସରକାର, ଦାଦନ ରୋକିବାକୁ ହେବ ବଡ଼ ଘୋଷଣା