ବୋଟଲିଂ ପ୍ଳାଣ୍ଟ ଓ ବିୟର ଫ୍ୟାକ୍ଟ୍ରି ଖୋଲିବା ନେଇ ବିଚାର କରିବାକୁ ଚିଠି

ଭୁବନେଶ୍ୱର: ରାଜ୍ୟରେ ବଟଲିଂ ପ୍ଲାଣ୍ଟ ଓ ବିୟର ଫ୍ୟାକ୍ଟ୍ରି ଖୋଲିବାକୁ ଚିଠି । ଏ ସମ୍ପର୍କରେ ବିଚାର କରିବାକୁ ଅବକାରୀ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଛନ୍ତି ଅବକାରୀ କମିଶନର । ଲକଡାଉନ ନିୟମ କୋହଳ ପରେ ଗ୍ରୀନ୍ ଜୋନ୍‌ରେ ମଦ ଦୋକାନ ଗୁଡିକ ଖୋଲିବ । ମଦ ଦୋକାନ ଆଉ ଗୋଦାମରେ ଯେତିକି ଷ୍ଟକ୍ ଉପଲବ୍ଧ ଅଛି ସେସବୁ ବହୁତ ଶୀଘ୍ର ସରିଯିବ । ତେଣୁ ଦୋକାନ ଗୁଡିକର ଚାହିଦା ପାଇଁ ମଦ ତିଆରି ହେଉଥିବା … Continue reading ବୋଟଲିଂ ପ୍ଳାଣ୍ଟ ଓ ବିୟର ଫ୍ୟାକ୍ଟ୍ରି ଖୋଲିବା ନେଇ ବିଚାର କରିବାକୁ ଚିଠି