ପର ରାଇଜରୁ ଘରକୁ ଫେରିଲେ ପ୍ରବାସୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର: ଉତ୍ତରପୂର୍ବରୁ ଓଡ଼ିଶା ଫେରିଲେ ପ୍ରବାସୀ ଓଡ଼ିଆ । ଦୁଇଟି ବିମାନରେ ସେମାନଙ୍କୁ ଅଣାଯାଇଛି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତଙ୍କୁ ନିଜ ନିଜ ଘରକୁ ପଠାଇବା ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପାଖାପାଖି ୩୦୦ ଜଣ ବିମାନରେ ଓଡ଼ିଶା ଫେରୁଥିବା ବେଳେ ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ପ୍ରଶଂସା କରିଛନ୍ତି । ତ୍ରିପୁରା, ମଣିପୁର, ନାଗାଲାଣ୍ଡ, ଆସାମ ଏବଂ ମେଘାଳୟରେ ଫସିରହିଥିବା ପ୍ରବାସୀ ଓଡ଼ିଆ, ରାଜ୍ୟ ସରକାରଙ୍କ ଉଦ୍ୟମରେ ଓଡ଼ିଶା ଫେରୁଛନ୍ତି … Continue reading ପର ରାଇଜରୁ ଘରକୁ ଫେରିଲେ ପ୍ରବାସୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା