ରାଜ୍ୟରେ ଆଉ ୨୩ କରୋନା ସଂକ୍ରମିତ ଚିହ୍ନଟ… ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର: ଓଡିଶାରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଆଉ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ୨୩ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୫୦ ଟପିଛି। ମୋଟ୍‌ ଆକ୍ରାନ୍ତ ସଂଖ୍ୟା ୫୭ ରେ ପହଞ୍ଚିଛି। … Continue reading ରାଜ୍ୟରେ ଆଉ ୨୩ କରୋନା ସଂକ୍ରମିତ ଚିହ୍ନଟ… ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି